ରାଜ୍ୟ

ଆଜି ପ୍ରକାଶ ପାଇବ ପିଜି ଚତୁର୍ଥ ରାଉଣ୍ଡ ମେଧା ତାଲିକା – Ibnodisha

[ad_1]

ଭୁବନେଶ୍ୱର: ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ଛୁଟିଦିନ ବ୍ୟତୀତ ୧ତାରିଖ ସକାଳ ୯ଟାରୁ ୪ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବେ । ଏହି ରାଉଣ୍ଡରେ ନାମଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ଇ-ସ୍ପେସ୍‌ରେ ୪ତାରିଖ ସନ୍ଧ୍ୟା ୭ଟା ସୁଦ୍ଧା ଅପ୍‌ଲୋଡ୍ କରାଯିବ । ଉଲ୍ଲେଖଯୋଗ୍ୟ, ଗତ ୨୧ ତାରିଖରୁ ପିଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button