ରାଜ୍ୟ

ସାପ କାମୁଡାରେ ଜଣେ ବ୍ୟକ୍ତି ମୃତ – Ibnodisha

[ad_1]

ଗଜପତି : ଚିକିତ୍ସା ଅବହେଳା ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ । ଅଭିଯୋଗ ଆସିଛି ଗଜପତି ଜିଲ୍ଲା ଗୁରାଣ୍ଡି ଅଞ୍ଚଳରୁ । ଗୋଲା ଗାଁର ରଘୁନାଥ ନାୟକଙ୍କୁ ସାପ କାମୁଡି ଦେଇଥିଲା । ତାଙ୍କୁ ଚିକିତ୍ସା ପାଇଁ ସଙ୍ଗେ ସଙ୍ଗେ ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । ହେଲେ ସେଠାରେ ଡାକ୍ତର ନଥିବା ଯୋଗୁଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ବ୍ୟକ୍ତି ଜଣଙ୍କୁ ନେଇ ଆସିଥିଲେ ପରିବାର ଲୋକ । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଗୁରାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନପାଇବା ଯୋଗୁଁ ରଘୁନାଥଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଯାହାକୁ ନେଇ ମେଡିକାଲରେ ଉତ୍ତେଜନା ଦେଖାଦେଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button