ରାଜ୍ୟ

ରାଜଧାନୀରେ ଭୟଙ୍କର ବର୍ଷା – Ibnodisha

[ad_1]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ପ୍ରବଳ ବର୍ଷା ନେଇ ୫ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱରରେ ଘଡ଼ଘଡ଼ି ବିଜୁଳି ସହ ବାଦଲ ଫଟା ବର୍ଷା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଂଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ ବିଭାଗ ।

The post ରାଜଧାନୀରେ ଭୟଙ୍କର ବର୍ଷା appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button