ଦେଶ

ଚଳନ୍ତା କାରରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ – Ibnodisha

[ad_1]

ମୁମ୍ବାଇ : ଚଳନ୍ତା କାରରେ ଲାଗିଲା ନିଆଁ। ମୁମ୍ବରା ବାଇପାସ୍ ରାସ୍ତାରେ ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଥିବା ମ୍ୟୁନିସିପାଲିଟି କର୍ପୋରେସନ୍ ଅଧିକାରୀମାନେ କହିଛନ୍ତି। ରାତି ସମୟରେ ଏକ କାରରେ ୭ଜଣ କୌଣସି ଏକ ସ୍ଥାନକୁ ଯାତ୍ରା କରୁଥିଲେ। ହଠାତ୍ ଚଳନ୍ତା ଗାଡିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଥିବାର ଦେଖି ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା।ତୁରନ୍ତ ଘଟଣାର ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାରରେ ଥିବା ୨ଜଣ ମହିଳା ଏବଂ ତିନି ଜଣ ଶିଶୁଙ୍କ ସହ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button