ଅପରାଧ
ପାରିବାରିକ କଳହ ଯୋଗୁଁ ୩ ନାବାଳିକା ଝିଅର ତଣ୍ଟି କାଟିଲା ବାପା – Ibnodisha

[ad_1]

ନୂଆଦିଲ୍ଲୀ: ବୈବାହିକ କଳହର କରୁଣ ପରିଣତି । ନିଜ ୩ ଝିଅଙ୍କ ଗଳା କାଟିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି ବ୍ୟକ୍ତି । କେରଳର କୋଟ୍ଟାୟମ ଜିଲ୍ଲା ପାଲାରେ ଘଟିଛି ଏମିତି ଘଟଣା । ବ୍ୟକ୍ତି ଜଣକ ନିଜ ୩ ନାବାଳିକା ଝିଅଙ୍କ ତଣ୍ଟି କାଟି ନିଜେ ଆତ୍ମହତ୍ୟା କରିଛନ୍ତି । ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ କରୁଛି ।
ବୈବାହିକ କଳହର କରୁଣ ପରିଣତି । ନିଜ ୩ ଝିଅଙ୍କ ଗଳା କାଟିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି ବ୍ୟକ୍ତି । କେରଳର କୋଟ୍ଟାୟମ ଜିଲ୍ଲା ପାଲାରେ ଘଟିଛି ଏମିତି ଘଟଣା । ବ୍ୟକ୍ତି ଜଣକ ନିଜ ୩ ନାବାଳିକା ଝିଅଙ୍କ ତଣ୍ଟି କାଟି ନିଜେ ଆତ୍ମହତ୍ୟା କରିଛନ୍ତି । ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ କରୁଛି ।
The post ପାରିବାରିକ କଳହ ଯୋଗୁଁ ୩ ନାବାଳିକା ଝିଅର ତଣ୍ଟି କାଟିଲା ବାପା appeared first on ONA KHABAR.
[ad_2]


