ଦେଶ

ବିଶ୍ବକପ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା – Ibnodisha

[ad_1]

ନୂଆଦିଲ୍ଲୀ: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ଆଇସିସି ଦିନିକିଆ ବିଶ୍ୱକପ୍ । ଏଥିପାଇଁ ଆଜି ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ରୋହିତଙ୍କ ନେତୃତ୍ବରେ ଭାରତୀୟ ଦଳ ପଡିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଭାର ଦିଆଯାଇଛି। ଘୋଷଣା କରାଯାଇଥିବା ଭାରତୀୟ ୧୫ ଜଣିଆ ସ୍କ୍ବାର୍ଡ- ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟାଶ ଆୟାର, ଈଶାନ କିଶାନ,  କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ ଅଧିନାୟକ), ସୂର୍ଯ୍ୟକୁମାର ଯାଦବ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରାହ, ମହମ୍ମଦ ସାମି, ମହମ୍ମଦ ସିରାଜ ଓ କୂଲଦୀପ ଯାଦବ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button