ରାଜ୍ୟ

ଆଜି ବି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ ପ୍ରବାହ । ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଓ ସଂଲଗ୍ନ ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । କେଉଁଠି ତୁହାକୁ ତୁହା ବର୍ଷୁଛି ତ ଆଉ କେଉଁଠି ଝିପିଝିପି ବର୍ଷା ଲାଗି ରହିଛି । ଆଜି ବି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୦ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button