ମନୋରଞ୍ଜନ

ବାଛନ୍ତୁ ନିଜ ପସନ୍ଦର 1 ପର, ଦେଖିବା ସେ ଆପଣଙ୍କୁ ଦେଖି କଣ ଫୀଲ କରନ୍ତି ? Love Quiz Game

ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କ ପାଇଁ ନେଇ ଆସିଛୁ ଏକ ଅତ୍ୟନ୍ତ ରୋଚକ ନମ୍ବର କୁଇଜ ଗେମ । ବନ୍ଧୁଗଣ ଏହି ଗେମ ରେ ଆମେ ଆପଣଙ୍କୁ ନମ୍ବର ଅନୁସାରେ ୫ଟି ପର ର ଚିତ୍ର ଦେଖାଇବୁ

ଏବଂ ଆପଣଙ୍କୁ ଏଥି ମଧ୍ୟରୁ ଯେ କୌଣସି ଗୋଟିଏ ପର କୁ ବାଛିବାକୁ ପଡ଼ିବ ଏବଂ ଏଥିପାଇଁ ଆପଣଙ୍କୁ ୫ ସେକେଣ୍ଡ ର ସମୟ ଦିଆଯିବ । ସେହି ୫ ସେକେଣ୍ଡ ମଧ୍ୟରେ ଆପଣଙ୍କୁ ଯେକୌଣସି ଗୋଟିଏ ପର କୁ ବାଛିବାକୁ ପଡ଼ିବ । ବନ୍ଧୁଗଣ ଆପଣ ଯେ କୌଣସି ଗୋଟିଏ ପର ବାଛିବା ପରେ ଆମେ ଆପଣ ମାନଙ୍କୁ କହିବୁ ଯେ ଆପଣ ବାଛିଥିବା ପର ଅନୁସାରେ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି କଣ ଭାବନ୍ତି।

ତେବେ ବନ୍ଧୁଗଣ ବର୍ତ୍ତମାନ ଆମେ ଆପଣଙ୍କୁ ୫ଟି ପର ଦେଖାଇବୁ ଏବଂ ଆପଣଙ୍କୁ ୫ସେକେଣ୍ଡ ମଧ୍ୟରେ ଯେ କୌଣସି ଗୋଟିଏ ପର କୁ ବାଛିବାକୁ ପଡ଼ିବ। ତେବେ ବନ୍ଧୁଗଣ ଆଶା କରୁଛୁ ଆପଣ ନିଜ ଇଚ୍ଛା ଅନୁସାରେ ଗୋଟିଏ ପର କୁ ବାଛି ନେଇଛନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ ଆସନ୍ତୁ ଜାଣିବା ଆପଣ ବାଛିଥିବା ପର ଅନୁସାରେ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି କଣ ଭାବନ୍ତି । ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା।

୧. ବନ୍ଧୁଗଣ ପ୍ରଥମେ ଆସନ୍ତୁ ଜାଣିବା ନମ୍ବର ୧ ରେ ଥିବା ପର ଚିତ୍ର ସମ୍ବନ୍ଧରେ । ଯଦି ଆପଣ ପ୍ରଥମ ନମ୍ବର ରେ ଥିବା ପର ର ଚିତ୍ର କୁ ବାଛିଛନ୍ତି ତେବେ ଏହାର ଅର୍ଥ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି ଭାବନ୍ତି ଯେ, ଆପଣ ତାଙ୍କ ସହିତ ମିତ୍ରତା ସ୍ଥାପନ କରନ୍ତୁ।

୨. ବନ୍ଧୁଗଣ ବର୍ତ୍ତମାନ ଆସନ୍ତୁ ଜାଣିବା ନମ୍ବର ୨ ରେ ଥିବା ପର ଚିତ୍ର ସମ୍ବନ୍ଧରେ । ଯଦି ଆପଣ ଦ୍ଵିତୀୟ ନମ୍ବର ରେ ଥିବା ପର ର ଚିତ୍ର କୁ ବାଛିଛନ୍ତି ତେବେ ଏହାର ଅର୍ଥ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି ଭାବନ୍ତି ଯେ,ଭଗବାନ ଆପଣଙ୍କୁ ସମୟ ର ସହିତ ଗଢିଛନ୍ତି।

୩. ବନ୍ଧୁଗଣ ବର୍ତ୍ତମାନ ଆସନ୍ତୁ ଜାଣିବା ନମ୍ବର ୩ ରେ ଥିବା ପର ସମ୍ବନ୍ଧରେ।ଯଦି ଆପଣ ତୃତୀୟ ନମ୍ବର ରେ ଥିବା ପର ର ଚିତ୍ର କୁ ବାଛିଛନ୍ତି ତେବେ ଏହାର ଅର୍ଥ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି ଭାବନ୍ତି ଯେ, ଆପଣଙ୍କ ଆଖି ବହୁତ ଆଟ୍ରାକ୍ଟିଭ ଅଟେ।

୪. ବନ୍ଧୁଗଣ ବର୍ତ୍ତମାନ ଆସନ୍ତୁ ଜାଣିବା ନମ୍ବର ୪ ରେ ଥିବା ପର ସମ୍ବନ୍ଧରେ । ଯଦି ଆପଣ ଚତୁର୍ଥ ନମ୍ବର ରେ ଥିବା ପର ର ଚିତ୍ର କୁ ବାଛିଛନ୍ତି ତେବେ ଏହାର ଅର୍ଥ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି ଭାବନ୍ତି ଯେ, ଆପଣ ତାଙ୍କୁ ପ୍ରପୋଜ କରନ୍ତୁ।

୫. ବନ୍ଧୁଗଣ ବର୍ତ୍ତମାନ ଆସନ୍ତୁ ଜାଣିବା ନମ୍ବର ୫ ରେ ଥିବା ପର ସମ୍ବନ୍ଧରେ।ଯଦି ଆପଣ ପଞ୍ଚମ ନମ୍ବର ରେ ଥିବା ପର ର ଚିତ୍ର କୁ ବାଛିଛନ୍ତି ତେବେ ଏହାର ଅର୍ଥ ଆପଣଙ୍କ ପାର୍ଟନର ଆପଣଙ୍କୁ ଦେଖି ଭାବନ୍ତି ଯେ, ଆପଣ ତାଙ୍କ ସହିତ ଜୀବନ ସାରା ରୁହନ୍ତୁ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button