ରାଜ୍ୟ

ଏସିଆନ ଗେମ୍ସ ପାଇଁ ଚୟନ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ବର: ଏସିଆନ ଗେମ୍ସ ପାଇଁ ଚୟନ ଓଡ଼ିଆ ଖେଳାଳିଙ୍କୁ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୩ ଜଣ ଖେଳିଳାଙ୍କୁ ୧୦ଲକ୍ଷ ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା ହୋଇଛି ।

ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ଏହି ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଆର୍ଥିକ ସହାୟତା ଘୋଷଣା କରିଥିବା ବେଳେ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ଯାଏ ଏସିଆନ ଗେମ୍ସ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି ।

ତେବେ ଚୟନ ହୋଇଥିବା ସେହି ୧୩ ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ ।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button