ରାଜ୍ୟ

ହୀରାକୁଦର ସମୁଦାୟ ୨୨ଟି ଗେଟ୍‌ ଦେଇ ନିଷ୍କାସନ ହେଉଛି ଜଳ – Ibnodisha

[ad_1]

ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି।  ବୁଧବାର ଅପରାହ୍ନ ୪ଟାରେ ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ରାତି ସାରା ଏହି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଜଳସ୍ତର ଅଧିକ ରହିଥିବାରୁ ଗୁରୁବାର ଆଉ ୧୨ଟି ଗେଟ ଖୋଲାଯାଇଛି । ପୂର୍ବରୁ ମୋଟ ୨୦ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ କରାଯାଉଥିବାବେଳେ ଏବେ ପୁଣି ଖୋଲିଲା ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ |ଏବେ ମୋଟ ୨୨ଟି ଗେଟ ଦେଇ ଚାଲିଛି ଜଳ ନିଷ୍କାସନ |

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button