ରାଜ୍ୟ

ଆଜି ପୁଣି ବଢିଲା ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୬,୬୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୪,୪୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୬୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୪,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୬,୬୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୪,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୬,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୪,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୮,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୬,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୬,୬୭୦ ଓ ୧,୩୪,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button