IBN ଓଡ଼ିଶା ଏକ୍ସକ୍ଲୁସିଭ୍

ପରିସ୍ରାଜନିତ ରୋଗ ସହ କେଶ ଝଡିବା ସମସ୍ୟା ଦୂର କରେ ବଡ ଅଳେଇଚ, ଜାଣନ୍ତୁ ଆଉ କ’ଣ ରହିଛି ଔଷଧୀୟ ଗୁଣ

ରୋଷେଇ ଘରେ ସମଲା ଭାବରେ ବ୍ୟବହୃତ ହେଉଥିବା ଜିନିଷ ହେଉଛି ଅଳେଇଚ। କେବଳ ରୋଷେଇ ନୁହେଁ, ଶରୀରେ ହେଉଥିବା ବିଭିନ୍ନ ରୋଗକୁ ବି ଅଳେଇଚ ଭଲ କରିଥାଏ। କାରଣ ଏଥିରେ ଔଷଧୀୟ ଗୁଣ ବି ଭରି ରହିଛି।  ବଡ ଅଳେଇଚ ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ।  ଅଳେଇଚ ଖାଇବା ଶରୀରକୁ କେଉଁସବୁ ଲାଭ ମିଳିଥାଏ।

– ନିୟମିତ ଭାବରେ ଅଳେଇଚ ଖାଇବା ଦ୍ୱାରା ହାର୍ଟ ସୁସ୍ଥ ରହିଥାଏ। ଏଥିସହିତ ବ୍ଲଡପ୍ରେସର ମଧ୍ୟ ନିୟନ୍ତ୍ରିତ ରହିଥାଏ।

aleicha 1

– କଳା ଅଳେଇଚ ଖାଇଲେ ପେଟରେ ଏସିଡର ମାତ୍ରା ନିୟନ୍ତ୍ରିତ ରହିଥାଏ। ଫଳରେ ଗ୍ୟାଷ୍ଟ୍ରିକ ଓ ଅଲସର ପରି ସମସ୍ୟା ଦୂର ହୋଇଥାଏ।

– ଶ୍ୱାସ ଜିନତ ସମସ୍ୟା ଥିଲେ ଅଳେଇଚ ଖାଆନ୍ତୁ। ଏହାଦ୍ୱାରା ଶ୍ୱାସ, କାଶ ସହିତ ଯକ୍ଷ୍ମାରୋଗର ଆଶଙ୍କା କମ୍‌ ହୋଇଥାଏ।

– ଦାନ୍ତ ସଂକ୍ରମଣ, ଦାନ୍ତ ବିନ୍ଧିବା, ଦାନ୍ତରୁ ରକ୍ତ ବାହାରିବା ଓ ମାଢି ଦରଜ ହେବା ଭଳି ସମସ୍ୟା ଥିଲେ ଅଳେଇଚ ଖାଆନ୍ତୁ। ପାଟିରୁ ଗନ୍ଧ ବାହାରୁଥିଲେ ଅଳେଇଚ ଖାଇଲେ ଲାଭ ମିଳିଥାଏ।

555

– କେଶ ଝଡିବା ଏବଂ ରୂପି ସମସ୍ୟାରୁ ମୁକ୍ତି ଦେଇଥିାଏ ଅଳେଛି।

– ପ୍ରତିଦିନ ଅଲେଇଚ ଖାଇଲେ ପରିସ୍ରାଜନିତ ରୋଗ ଭଲ ହୋଇଥାଏ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button