ଅପରାଧ

ବୁଲିବା ବାହାନାରେ ଘରୁ ଡାକିନେଲା ପ୍ରେମିକ ଆଉ ତାପରେ ……. – Ibnodisha

[ad_1]

ବିଷ ପିଇଦେଲେ ଗଣଦୁଷ୍କର୍ମ ପୀଡ଼ିତା। ବାଲେଶ୍ୱର ସଦର ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପୀଡ଼ିତା ଜଣଙ୍କ ନାବାଳିକା ବୋଲି ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ସମ୍ପୃକ୍ତ ନାବାଳିକାକୁ ପଞ୍ଚଲିଙ୍ଗେଶ୍ୱର ବୁଲିବା ପାଇଁ କହି ପ୍ରେମିକ ଘରୁ ଡାକି ନେଇଥିଲେ। ହେଲେ ପଞ୍ଚଲିଙ୍ଗେଶ୍ୱର ପରିବର୍ତ୍ତେ ଯୁବକ ଜଣକ ନାବାଳିକାଙ୍କୁ ଚାନ୍ଦିପୁର ନେଇ ଯାଇଥିଲେ। ସେଠାରେ ସେ ଓ ତାଙ୍କର ୨ ଜଣ ବନ୍ଧୁ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ବୁଲିବା ବାହାନାରେ ଘରୁ ଡାକିନେଲା ପ୍ରେମିକ ଆଉ ତାପରେ ହେଲା କିଛି

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button