ରାଜ୍ୟ

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ୍‌ – Ibnodisha

[ad_1]

ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା-ବାମେବାରି ରାସ୍ତାର ଧନୁର୍ଜୟପୁର କଣ୍ଡରାପଶିଠାରେ ଏକ ଟ୍ରକ୍‌ (ଓଡି-୦୯-ଜି-୮୭୫୫) ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ରାସ୍ତାକଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେବାରୁ ଖୁଣ୍ଟ ଭାଙ୍ଗିଯାଇଛି। ଚାଳକଙ୍କ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ବେପାରୁଆ ଗାଡ଼ି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button