ଅପରାଧ

ଅଡୁଆରେ ବିଧାୟକ ପ୍ରତାପ ଜେନା – Ibnodisha

[ad_1]

ଭୁବନେଶ୍ୱର: ବିଧାୟକ ପ୍ରତାପ ଜେନାଙ୍କ ପାଇଁ ବଢ଼ିଲା ଅଡୁଆ । ମହାଙ୍ଗା ଡବଲ ମର୍ଡର ଘଟଣା । ବିଧାୟକ ପ୍ରତାପ ଜେନାଙ୍କ ପାଇଁ ବଢ଼ିଛି ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ହତ୍ୟା, ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଧର୍ତ୍ତବ୍ୟ ଅପରାଧ ଭାବେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଏହି ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ । ବିଧାୟକ ହୋଇଥିବାରୁ ମାମଲା ଭୁବନେଶ୍ୱର ସ୍ପେଶାଲ କୋଟ ସ୍ଥାନାନ୍ତର ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button