ଦେଶ

ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ – Ibnodisha

[ad_1]

ଗୁଜୁରାଟ : ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅର୍ଥାତ୍ ୨୬ ଏବଂ ୨୭ ତାରିଖ ଗୁଜୁରାଟରେ ରହିବେ । ଏହି ସମୟରେ ସେ ଗୁଜୁରାଟ ବିଶ୍ୱସ୍ତରୀୟ ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ପାଇଁ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। ଦୁଇ ଦିନିଆ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୋଟି କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବାର ମଧ୍ୟ କାର‌୍ୟ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଏକ ବିବୃତ୍ତିରେ କୁହାଯାଇଛି  ଆଜି ଦିନ  ପ୍ରାୟ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଗୁଜୁରାଟ ଗ୍ଲୋବାଲ ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ଉତ୍ସବରେ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button