ଦେଶ

‘ଆମାଜନ ଫ୍ୟୁଚର ଇଞ୍ଜିନିୟର ପ୍ରୋଗ୍ରାମ’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ – Ibnodisha

[ad_1]

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ଜାତୀୟ ଆଦିବାସୀ ଛାତ୍ର ସୋସାଇଟୀ ଆନ୍ଧ୍ରପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ଓଡ଼ିଶା, ରାଜସ୍ଥାନ ଏବଂ ତେଲଙ୍ଗାନାରେ ଥିବା ୫୪ଟି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ‘ଆମାଜନ ଫ୍ୟୁଚର ଇଞ୍ଜିନିୟର ପ୍ରୋଗ୍ରାମ’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛି।

ଦ୍ୱିତୀୟ ପର୍ଯ୍ୟାୟରେ ଆଡଭାନ୍ସ ବ୍ଲକ ପ୍ରୋଗ୍ରାମିଂ ଓ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ ହେବ। ଆଦିବାସୀ ବ୍ୟାପାର ସଚିବ ଅନିଲ କୁମାର ଝା ନୂଆଦିଲ୍ଲୀଠାରେ ତିନିଦିନିଆ ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା ତଥା ଇଏମଆରଏସ କୋଡର୍ସ ଏକ୍ସପୋକୁ ଉଦଘାଟନ କରିଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button