ରାଜ୍ୟ

ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ରତ୍ନ ଭଣ୍ଡାର ସମ୍ପର୍କିତ ରିଟ୍ ଆବେଦନର ଶୁଣାଣି ଶେଷ; ରାୟ ସଂରକ୍ଷିତ – Ibnodisha

[ad_1]

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ପ୍ରାୟ ଦେଢ଼ ଘଣ୍ଟା ଧରି ରତ୍ନ ଭଣ୍ଡାର ସମ୍ପର୍କିତ ରିଟ୍ ଆବେଦନର ଶୁଣାଣି ହୋଇଥିଲା। ଏହି ସମୟ ମଧ୍ୟରେ ରତ୍ନ ଭଣ୍ଡାର ଖୋଲାଯିବା ଓ ମରାମତି ଆବଶ୍ୟକ ନେଇ ଆବେଦନକାରୀଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ପର୍ଯ୍ୟାପ୍ତ ଯୁକ୍ତି ଦର୍ଶାଇଥିଲେ। ସେହିପରି ସରକାରୀ ଓକିଲ ମଧ୍ୟ ଦର୍ଶାଇଥିଲେ କି ରତ୍ନଭଣ୍ଡାର ଅଳଙ୍କାରର ସ୍ଥିତି ଓ ମରାମତିର ବର୍ତ୍ତମାନ ସ୍ଥିତି ବିଷୟରେ ମଧ୍ୟ କୋର୍ଟକୁ ଜଣାଇଥିଲେ। ଉଭୟ ପକ୍ଷଙ୍କ ଶୁଣିବା ପରେ ଏବେ ଏହି ରିଟ୍ ଆବେଦନର ଶୁଣାଣି ଶେଷ ହୋଇଛି। ଏହାପରେ ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ଏନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button