ରାଜ୍ୟ

ବଜ୍ରପାତରେ ତିନି ମୃତ – Ibnodisha

[ad_1]

ଧର୍ମଗଡ଼: ମଙ୍ଗଳବାର ଅପରାହ୍ନ ପାଞ୍ଚଟା ବେଳେ ହୋଇଥିବା ବଜ୍ରପାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ସମସ୍ତେ ପର୍ଲା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମର ଲିମଗୋଛିଆ ପରିବାର ବୋଲି ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ନବମ ଶ୍ରେଣୀ ଝିଅ ଥିବା ସୂଚନା ମିଳିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button