ରାଜନୀତି

’୨୦୨୩-୨୪ ବର୍ଷରେ ୪ ଲକ୍ଷ ହେକ୍ଟର ଜମିରେ ଡାଲି ଜାତୀୟ ଚାଷ ପାଇଁ ଯୋଜନା ହୋଇଛି’ – Ibnodisha

[ad_1]

ଭୁବନେଶ୍ବର: ଦୀର୍ଘ ୩ ଦିନ ପରେ ପ୍ରଶ୍ନକଳ ସ୍ବଭାବିକ ହୋଇଛି। ଆଜିର ଅଧିବେଶନରେ ବିଧାନସଭାରେ କୃଷି, ଗଣଶିକ୍ଷା, ଉଚ୍ଚଶିକ୍ଷା, ପଶୁ ସମ୍ପଦ ଓ ଯୋଗାଣ ବିଭାଗର ଆଲୋଚନା ହେବ ବୋଲି ସୂଚନା ରହିଛି।

ଏ ନେଇ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ତାଙ୍କର ମତ ରଖି କହିଛନ୍ତି, ‘‘ରାଜ୍ୟରେ ଡାଲି ଜାତୀୟ ଚାଷକୁ ସରକାର ଅଧିକ ଗୁରୁତ୍ବ ଦେଉଛନ୍ତି। ୨୦୨୩ – ୨୪ ବର୍ଷରେ ୪ ଲକ୍ଷ ହେକ୍ଟର ଜମିରେ ଡାଲି ଜାତୀୟ ଚାଷ ପାଇଁ ଯୋଜନା କରାଯାଇଛି। ଏଥିପାଇଁ ଆବଶ୍ୟକୀୟ ଯୋଜନା ପ୍ରସ୍ତୁତ କରାଯାଇଥିବା ବେଳେ ୩୦ ଜିଲ୍ଲାକୁ ଏହି ଯୋଜନାରେ ସାମିଲ କରାଯିବ। ଯେଉଁଠି ଡାଲି ଜାତୀୟ ଚାଷର ଭଲ ଉତ୍ପାଦନ ହେଉଛି, ସେହି ସ୍ଥାନକୁ ପ୍ରାଥମିକତା ଦିଆଯିବ।’’



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button