ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ – Ibnodisha

[ad_1]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ । ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲେ ବିରୋଧୀଦଳ ମୁଖ୍ୟ ସଚେତକ । ୨୫ରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ସ୍ୱାଧୀକାର ଭଙ୍ଗ ନୋଟିସ୍ ହୋଇଥିବା ସୂଚନା ରହିଛି । ବିବୃତ୍ତି ମାଗି ନଥିଲୁ, ନିଜ ଆଡୁ ମୁଖ୍ୟମନ୍ତ୍ରୀ ବିବୃତ୍ତି ରଖିଲେ । ୫ଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତ୍ତି ରଖିଥିଲେ । ବିବୃତ୍ତି ରଖି ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ । ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ଏବଂ ଏହି ଶବ୍ଦକୁ ବାଦ୍ ଦିଅନ୍ତୁ ବୋଲି ଗଣମାଧ୍ୟମ ଆଗରେ କହିଛନ୍ତି ମୋହନ ମାଝୀ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button